Ezekiel 23:42 — Compare Translations

5 translations compared side by side

Odia - 1840
" ଗୋଟିଏ ଶବ୍ଦ ୟିରୁଶାଲମ ରେ ଶୁଣା ହେଲା। ସହେି ଶବ୍ଦ ଲୋକମାନଙ୍କର ଭୋଜିପରି ଶବ୍ଦ ଥିଲା। ବହୁତ ଲୋକମାନେ ଆସିଲେ, ମଦ୍ଯପ ଲୋକମାନେ ମରୁଭୂମିରୁ ପହଞ୍ିଲେ। ଏବଂ ସମାନେେ ସ୍ତ୍ରୀ ଲୋକଙ୍କ ହସ୍ତ ରେ କଙ୍କଣ ଓ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହା ସଙ୍ଗେ ନିଶ୍ଚି; ଲୋକାରଣ୍ୟର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଗୋଟିଏ ଶବ୍ଦ ଯିରୁଶାଲମରେ ଶୁଣା ହେଲା। ସେହି ଶବ୍ଦ ଲୋକମାନଙ୍କର ଭୋଜିପରି ଶବ୍ଦ ଥିଲା। ବହୁତ ଲୋକମାନେ ଆସିଲେ, ମଦ୍ୟପ ଲୋକମାନେ ମରୁଭୂମିରୁ ପହଞ୍ଚିଲେ। ଏବଂ ସେମାନେ ସ୍ତ୍ରୀଲୋକଙ୍କ ହସ୍ତରେ କଙ୍କଣ ଓ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।