Ezekiel 23:43 — Compare Translations
5 translations compared side by side
Odia - 1840
"ତବେେ ବ୍ଯଭିଚାର କ୍ରିଯା ରେ ଜୀର୍ଣ୍ଣା ସ୍ତ୍ରୀଟିକୁ ମୁଁ କହିଲି, 'ବର୍ତ୍ତମାନ ସମାନେେ ତା' ସଙ୍ଗେ ବ୍ଯଭିଚାର ପାପ କରିବେ ଓ ସେ ସମାନଙ୍କେ ସଙ୍ଗେ କରିବ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ବ୍ୟଭିଗ୍ଭର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀଟିକୁ ମୁଁ କହିଲି, ‘ବର୍ତ୍ତମାନ ସେମାନେ ତା’ ସଙ୍ଗେ ବ୍ୟଭିଗ୍ଭର ପାପ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।