Ezekiel 23:44 — Compare Translations

5 translations compared side by side

Odia - 1840
"ଲୋକମାନେ ବେଶ୍ଯା ନିକଟକୁ ଆସିଲା ପରି ସମାନେେ ତା' ନିକଟକୁ ଆସନ୍ତି। ଏହିପରି ସମାନେେ ଦୁଷ୍ଟା ସ୍ତ୍ରୀ ଅହଲା ଓ ଅହଲୀବା ନିକଟକୁ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକେ ଯେପରି ବେଶ୍ୟା ନିକଟକୁ ଗମନ କରନ୍ତି, ସେପରି ସେମାନେ ତାହା ନିକଟକୁ ଗମନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ନିକଟକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବେଶ୍ୟା ନିକଟକୁ ଆସିଲା ପରି ସେମାନେ ତା’ ନିକଟକୁ ଆସନ୍ତି। ଏହିପରି ସେମାନେ ଦୁଷ୍ଟା ସ୍ତ୍ରୀ ଅହଲା ଓ ଅହଲୀବା ନିକଟକୁ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।