Ezekiel 23:45 — Compare Translations
5 translations compared side by side
Odia - 1840
"କିନ୍ତୁ ଧାର୍ମିକମାନେ ବ୍ଯଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସା ରେ ସମାନଙ୍କେର ବିଚାର କରିବେ। ଏହି କାରଣ ୟୋଗୁ ସମାନେେ ବ୍ଯଭିଚାରିଣୀ ଓ ନରହତ୍ଯାର ରକ୍ତ ସମାନଙ୍କେ ହସ୍ତ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଧାର୍ମିକମାନେ ବ୍ୟଭିଗ୍ଭରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଗ୍ଭରାନୁସାରେ ସେମାନଙ୍କର ବିଗ୍ଭର କରିବେ। ଏହି କାରଣ ଯୋଗୁଁ ସେମାନେ ବ୍ୟଭିଗ୍ଭରିଣୀ ଓ ନରହତ୍ୟାର ରକ୍ତ ସେମାନଙ୍କ ହସ୍ତରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”