Ezekiel 23:46 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଲୋକମାନଙ୍କୁ ଏକତ୍ରୀତ କର ଏବଂ ସହେି ଲୋକମାନଙ୍କୁ ଅହଲା ଓ ଅହଲୀବାକୁ ଦଣ୍ଡ ଦବୋକୁ ଓ ପରିହାସ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଲୋକମାନଙ୍କୁ ଏକତ୍ରିତ କର ଏବଂ ସେହି ଲୋକମାନଙ୍କୁ ଅହଲା ଓ ଅହଲୀବାକୁ ଦଣ୍ଡ ଦେବାକୁ ଓ ପରିହାସ କରିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।