Ezekiel 23:47 — Compare Translations

5 translations compared side by side

Odia - 1840
"ସହେି ଦିନ ସମାନ ସମାନଙ୍କେୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗ ରେ ସମାନଙ୍କେୁ ବଧ କରିବେ। ସମାନେେ ମଧ୍ଯ ସମାନଙ୍କେର ସନ୍ତାନମାନଙ୍କୁ ବଧ କରିବେ ଓ ସମାନଙ୍କେର ଗୃହସବୁ ଅଗ୍ନି ରେ ଦଗ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍‍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜନ ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ବଧ କରିବେ। ସେମାନେ ମଧ୍ୟ ସେମାନଙ୍କର ସନ୍ତାନମାନଙ୍କୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦ‌ଗ୍‌ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ରକନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।