Ezekiel 23:48 — Compare Translations

5 translations compared side by side

Odia - 1840
"ଏହିରୂପେ ମୁଁ ଏ ଦେଶରୁ ଲମ୍ଫଟତା ଦୂର କରିବି। ତଦ୍ଦ୍ବାରା ସମସ୍ତ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ଫଟତା ପରି ଆଚରଣ ନ କରିବାକୁ ଶିକ୍ଷା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ମୁଁ ଏ ଦେଶରୁ ଲମ୍ଫଟତା ଦୂର କରିବି। ତଦ୍ଦ୍ୱାରା ସମସ୍ତ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ଫଟତା ପରି ଆଚରଣ ନ କରିବାକୁ ଶିକ୍ଷା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।