Ezekiel 23:49 — Compare Translations

5 translations compared side by side

Odia - 1840
"ଲୋକମାନେ ତୁମ୍ଭମାନଙ୍କର ବ୍ଯଭିଚାରିତା ପାଇଁ ତୁମ୍ଭମାନଙ୍କୁ ପ୍ରତିଫଳ ଦବେେ ଓ ତୁମ୍ଭମାନେେ ନିଜର ପ୍ରତିମାଗଣ ସମ୍ବନ୍ଧୀଯ ପାପ ସକଳର ଭାର ବହନ କରିବ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଏହା ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ଵନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତୁମ୍ଭମାନଙ୍କର ବ୍ୟଭିଗ୍ଭରିତା ପାଇଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବେ ଓ ତୁମ୍ଭେମାନେ ନିଜର ପ୍ରତିମାଗଣ ସମ୍ବନ୍ଧୀୟ ପାପ ସକଳର ଭାର ବହନ କରିବ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଏହା ତୁମ୍ଭେମାନେ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”