Ezekiel 23:5 — Compare Translations
5 translations compared side by side
Odia - 1840
"ଆଉ ଅହଲା ଆମ୍ଭ ପ୍ରତି ଅବିଶ୍ବସ୍ତ ହାଇେ ପ୍ ରମେ କଲା। ସେ ଆପଣାର ପ୍ରତିବେଶୀ ଅଶୂରୀଯ ପ୍ ରମେିକଗଣଠା ରେ ଆସକ୍ତା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଅହଲା ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇ ପ୍ରେମ କଲା। ସେ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
Odia IRV 2017 (ଓଡିଆ ବାଇବେଲ)
ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,