Ezekiel 23:6 — Compare Translations
5 translations compared side by side
Odia - 1840
"ସମାନେେ ନୀଳରଙ୍ଗ ପୋଷାକ ପରିହିତ ଦଶାେଧ୍ଯକ୍ଷ ଓ ଶାସନ କତ୍ତୃର୍ଗଣ। ସମାନେେ ସମସ୍ତେ ସୁନ୍ଦର ୟୁବକ ଏବଂ ଅଶ୍ବାରୋହୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନୀଳାମ୍ଵର ପରିହିତ, ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ଵାରୋହୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନୀଳରଙ୍ଗ ପୋଷାକ ପରିହିତ ଦେଶାଧ୍ୟକ୍ଷ ଓ ଶାସନ କତ୍ତୃର୍ଗଣ। ସେମାନେ ସମସ୍ତେ ସୁନ୍ଦର ଯୁବକ ଏବଂ ଅଶ୍ୱାରୋହୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।