Ezekiel 23:7 — Compare Translations
5 translations compared side by side
Odia - 1840
"ଏବଂ ସେ ଅଶୂରର ସମ୍ଭ୍ରାନ୍ତ ଲୋକଙ୍କ ସଙ୍ଗ ରେ ବ୍ଯଭିଚାର କଲେ। ସେ ଯେକୌଣସି ଲୋକ ପ୍ରତି ପ୍ ରମେ ରେ ଆସକ୍ତା ଥିଲା। ସେ ତା'ର ପ୍ରତିମାଗଣ ଦ୍ବାରା ଆପଣାକୁ ଅପବିତ୍ର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ଵାରା ଆପଣାକୁ ଭ୍ରଷ୍ଟା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ଅଶୂରର ସମ୍ଭ୍ରାନ୍ତ ଲୋକଙ୍କ ସଙ୍ଗରେ ବ୍ୟଭିଗ୍ଭର କଲେ। ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତା ଥିଲା। ସେ ତା’ର ପ୍ରତିମାଗଣ ଦ୍ୱାରା ଆପଣାକୁ ଅପବିତ୍ର କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।