Ezekiel 23:8 — Compare Translations
5 translations compared side by side
Odia - 1840
"ଆଉ ସେ ମିଶରଠାରୁ ତା'ର ପ୍ ରମେ ବୃତ୍ତି ତ୍ଯାଗ କରି ନ ଥିଲା। କାରଣ ୟୌବନ କାଳରୁ ମିଶର ତା' ସହିତ ପ୍ ରମେ କରିଥିଲା। ସମାନେେ ତାହାର କୌମାର୍ୟ୍ଯକାଳୀନ କୁଚାଗ୍ର ଟିପିଲେ ଓ ତା' ସହିତ ଅତିଶଯ ପ୍ ରମେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମିଶରଠାରୁ ତା’ର ପ୍ରେମ ବୃତ୍ତି ତ୍ୟାଗ କରି ନ ଥିଲା। କାରଣ ଯୌବନ କାଳରୁ ମିଶର ତା’ ସହିତ ପ୍ରେମ କରିଥିଲା। ସେମାନେ ତାହାର କୌମାର୍ଯ୍ୟକାଳୀନ କୁଗ୍ଭଗ୍ର ଟିପିଲେ ଓ ତା’ ସହିତ ଅତିଶୟ ପ୍ରେମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।