Ezekiel 23:9 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ତାହାର ପ୍ ରମେିକଗଣର ହସ୍ତ ରେ ଅର୍ଥାତ୍ ଯେଉଁମାନଙ୍କ ପ୍ରତି ସେ ପ୍ ରମେ ରେ ଆସକ୍ତା ହାଇେଥିଲା ସହେି ଅଶୂରୀଯମାନଙ୍କ ହସ୍ତ ରେ ତାହାକୁ ସମର୍ପଣ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ ଅର୍ଥାତ୍ ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।