Ezekiel 24:1 — Compare Translations

5 translations compared side by side

Odia - 1840
"ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ପାତ୍ର ଓ ମାଂସ ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,