Ezekiel 24:10 — Compare Translations
5 translations compared side by side
Odia - 1840
"ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂୟୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦଗ୍ଧ କର। ଯେପର୍ୟ୍ଯନ୍ତ ସମାନେେ ପୋଡ଼ିୟାଇ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଠ ଗଦା କର, ଅଗ୍ନି ଜ୍ଵଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂଯୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦଗ୍ଧ କର। ଯେପର୍ଯ୍ୟନ୍ତ ସେମାନେ ପୋଡ଼ିଯାଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।
Odia IRV 2017 (ଓଡିଆ ବାଇବେଲ)
କାଠ ଗଦା କର, ଅଗ୍ନି ଜ୍ୱଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ।