Ezekiel 24:12 — Compare Translations

5 translations compared side by side

Odia - 1840
"ଅତିରିକ୍ତ 'ମଇଳା' ଏଥିରୁ ବାହାରି ଆସିବ ନାହିଁ। କବଳେ ଅଗ୍ନି କଳଙ୍କକୁ ପୋଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପରିଶ୍ରମ କରି କରି ଆପଣାକୁ କ୍ଳା; କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ଵାରା ଯାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଅତିରିକ୍ତ ‘ମଇଳା’ ଏଥିରୁ ବାହାରି ଆସିବ ନାହିଁ। କେବଳ ଅଗ୍ନି କଳଙ୍କକୁ ପୋଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।