Ezekiel 24:13 — Compare Translations

5 translations compared side by side

Odia - 1840
"ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମାରେ କୋରଧ ତୁମ୍ଭ ବିରୁଦ୍ଧ ରେ ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶା; ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବି ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମୋର କ୍ରୋଧ ତୁମ୍ଭ ବିରୁଦ୍ଧରେ ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।