Ezekiel 24:14 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହେବ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫେରିବି ନାହିଁ କିମ୍ବା ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ୟ କରିବି ନାହିଁ। ମୁଁ ତୁମ୍ଭର ବିଗ୍ଭର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି। ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରିଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।