Ezekiel 24:16 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭର ପ୍ରିଯତମା ପତ୍ନୀକୁ ହଠାତ୍ ନଇୟିବେି। ସେ ମରିୟିବ କିନ୍ତୁ ତୁମ୍ଭେ ତା' ପାଇଁ ଶାେକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭର ପ୍ରିୟତମା ପତ୍ନୀକୁ ହଠାତ୍ ନେଇଯିବି। ସେ ମରିଯିବ କିନ୍ତୁ ତୁମ୍ଭେ ତା’ ପାଇଁ ଶୋକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।