Ezekiel 24:17 — Compare Translations

5 translations compared side by side

Odia - 1840
"ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୀର୍ଘ ନିଃଶ୍ଵାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି ଲୋକମାନଙ୍କର ରୁଟୀ ଖାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଃଖରେ ଦୀର୍ଘ ନିଶ୍ୱାସ ଛାଡ଼, ମାତ୍ର ଉଚ୍ଚ ସ୍ୱରରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମୋଦିତ ଖାଦ୍ୟ ଖାଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”