Ezekiel 24:18 — Compare Translations
5 translations compared side by side
Odia - 1840
"ମୁଁ ପ୍ରାତଃକାଳ ରେ ପରମେଶ୍ବରଙ୍କ ବାକ୍ଯ ଲୋକମାନଙ୍କୁ କହିଲି। ପୁଣି ସନ୍ଧ୍ଯା ବେଳେ ମାରେ ପତ୍ନୀ ମଲା। ପରଦିନ ପ୍ରାତଃକାଳ ରେ ମୁଁ ପରମେଶ୍ବରଙ୍କ ଆଜ୍ଞାନୁସା ରେ କର୍ମ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାତଃକାଳରେ ପରମେଶ୍ୱରଙ୍କ ବାକ୍ୟ ଲୋକମାନଙ୍କୁ କହିଲି। ପୁଣି ସନ୍ଧ୍ୟାବେଳେ ମୋର ପତ୍ନୀ ମଲା। ପରଦିନ ପ୍ରାତଃକାଳରେ ମୁଁ ପରମେଶ୍ୱରଙ୍କ ଆଜ୍ଞାନୁସାରେ କର୍ମ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।