Ezekiel 24:19 — Compare Translations
5 translations compared side by side
Odia - 1840
"ତହୁଁ ଲୋକମାନେ ମାେତେ କହିଲେ, ଏସବୁ ତୁମ୍ଭେ କାହିଁକି କରୁଅଛ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲୋକମାନେ ମୋତେ କହିଲେ, ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଲୋକମାନେ ମୋତେ କହିଲେ, “ଏସବୁ ତୁମ୍ଭେ କାହିଁକି କରୁଅଛ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲୋକମାନେ ମୋତେ କହିଲେ, “ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲୋକମାନେ ମୋତେ କହିଲେ, “ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?