Ezekiel 24:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। 'ଏହି ଦିନ ରେ ବାବିଲର ରାଜା ୟିରୁଶାଲମକୁ ଅବ ରୋଧ କରିବାକୁ ଅଗ୍ରସର ହେଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। ‘ଏହି ଦିନରେ ବାବିଲର ରାଜା ଯିରୁଶାଲମକୁ ଅବରୋଧ କରିବାକୁ ଅଗ୍ରସର ହେଲା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।