Ezekiel 24:21 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ଵରୂପ ଓ ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍‍ଗରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ମୁଁ ମୋର ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଗ୍ଭହଁ ଏବଂ ଯାହା ତୁମ୍ଭର ଅତି ପ୍ରିୟ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣଙ୍କୁ ପଛରେ ଛାଡ଼ି ଯାଇଅଛ, ସେମାନେ ‌‌ଖ‌ଡ଼୍‌ଗରେ ପତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପ ସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।