Ezekiel 24:23 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭମାନେେ ତୁମ୍ଭର ମସ୍ତକରେ ଶିରୋଭୂଷଣ ଆଚ୍ଛାଦନ କରିବ ୟୋତା ପିନ୍ଧିବ। ତୁମ୍ଭମାନେେ ତୁମ୍ଭର ଶାେକ ପ୍ରକାଶ କରିବ ନାହିଁ, କ୍ରନ୍ଦନ କରିବ ନାହିଁ। କିନ୍ତୁ ତୁମ୍ଭମାନେେ ନିଜ ନିଜ ପାପ ଯୋଗୁଁ କ୍ଷଯ ହାଇଯେିବ। ଜଣେ ଅନ୍ୟ ନିକଟରେ ନୀରବ ରେ ବିଳାପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କି କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେମାନେ ତୁମ୍ଭର ମସ୍ତକରେ ଶିରୋଭୂଷଣ ଆଚ୍ଛାଦନ କରିବ, ଜୋତା ପିନ୍ଧିବ। ତୁମ୍ଭେମାନେ ତୁମ୍ଭର ଶୋକ ପ୍ରକାଶ କରିବ ନାହିଁ, କ୍ରନ୍ଦନ କରିବ ନାହିଁ। କିନ୍ତୁ ତୁମ୍ଭେମାନେ ନିଜ ନିଜ ପାପ ଯୋଗୁଁ କ୍ଷୟ ହୋଇଯିବ। ଜଣେ ଅନ୍ୟ ନିକଟରେ ନୀରବରେ ବିଳାପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ।
Odia IRV 2017 (ଓଡିଆ ବାଇବେଲ)