Ezekiel 24:25 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯେଉଁ ଦିନ ମୁଁ ସେମାନଙ୍କର ବଳ, ଗୌରବ, ଆନନ୍ଦ ଓ ନୟନର ଖୁସୀ, ସେମାନେ ଭଲ ପାଉଥିବା ସ୍ଥାନ, ସେମାନଙ୍କର ସନ୍ତାନଗଣଙ୍କୁ ସେମାନଙ୍କଠାରୁ ନେଇଯିବି, ସେହି ଦିନ ସେହି ଦୁଃସମ୍ବାଦ ତୁମ୍ଭର କର୍ଣ୍ଣଗୋଚର କରାଇବା ନିମନ୍ତେ ଏକ ଉତ୍ତରାଧିକାରୀ ତୁମ୍ଭ ନିକଟକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,