Ezekiel 24:27 — Compare Translations
5 translations compared side by side
Odia - 1840
"ସଦେିନ ସହେି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିୟିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସମାନଙ୍କେ ପାଇଁ ଏକ ଦୃଷ୍ଟାନ୍ତ ହବେ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସେହି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସେମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ହେବ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”