Ezekiel 24:3 — Compare Translations

5 translations compared side by side

Odia - 1840
"ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ନୀତିଗଳ୍ପ କୁହ। ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ହଣ୍ଡା ନିଆଁ ରେ ବସାଅ ଓ ତାହା ମଧିଅରେ ପାଣି ଢ଼ାଳି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ-କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହଣ୍ତା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ନୀତିଗଳ୍ପ କୁହ। ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “‘ହଣ୍ଡା ନିଆଁରେ ବସାଅ ଓ ତାହା ମଧ୍ୟରେ ପାଣି ଢାଳି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;