Ezekiel 24:5 — Compare Translations

5 translations compared side by side

Odia - 1840
"ପଲ ମଧ୍ଯରୁ ଏକ ମଷେ ବାଛ। ହଣ୍ଡାତଳ ଜାଳଣେି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧିଅରେ ପାକ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ତା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପଲ ମଧ୍ୟରୁ ଏକ ମେଷ ବାଛ। ହଣ୍ଡାତଳ ଜାଳେଣି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।
Odia IRV 2017 (ଓଡିଆ ବାଇବେଲ)
ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।