Ezekiel 24:6 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ତା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ତ ଖଣ୍ତ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ଯିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସେହି ହଣ୍ଡା, ଯାହା ମଧ୍ୟରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା’ ମଧ୍ୟରୁ ଦୂର ହୋଇ ନାହିଁ। ପାତ୍ର ମଧ୍ୟରୁ ପ୍ରତ୍ୟେକ ମାଂସ ଖଣ୍ଡ ବାହାର କର। କ’ଣ ଖାଇବାକୁ ହେବ ଓ କ’ଣ ଖାଇବାକୁ ନ ହେବ ସେଥିପାଇଁ ଗୁଲିବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)