Ezekiel 24:7 — Compare Translations
5 translations compared side by side
Odia - 1840
"କାରଣ ସହେି ରକ୍ତ ପାତ୍ର ମଧିଅରେ ଅଛି। ୟିରୁଶାଲମ ଏହାକୁ ପଥର ଚଟାଣ ଉପ ରେ ଢ଼ାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠା ରେ ଧୂଳି ଆଚ୍ଛାଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ରକ୍ତ ପାତ୍ର ମଧ୍ୟରେ ଅଛି। ଯିରୁଶାଲମ ଏହାକୁ ପଥର ଚଟାଣ ଉପରେ ଢାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠାରେ ଧୂଳି ଆଚ୍ଛାଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;