Ezekiel 24:9 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ସେହି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହେବାକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।