Ezekiel 25:10 — Compare Translations

5 translations compared side by side

Odia - 1840
"ମୁଁ ସହେି ନଗରଗୁଡ଼ିକୁ ପୂର୍ବଦେଶୀଯ ଲୋକମାନଙ୍କୁ ହସ୍ତାନ୍ତର କରିବି। ଯେଉଁମାନେ ଅମ୍ ନୋନୀଯମାନଙ୍କୁ ଅତିକ୍ରମ କରିବେ। ତେଣୁକରି ଅମ୍ନୋନୀଯମାନେ ଏକ ଗୋଷ୍ଠୀ ବୋଲି ଆଉ ସ୍ମରଣ କରାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ନଗରଗୁଡ଼ିକୁ ପୂର୍ବଦେଶୀୟ ଲୋକମାନଙ୍କୁ ହସ୍ତାନ୍ତର କରିବି। ଯେଉଁମାନେ ଅମ୍ମୋନୀୟମାନଙ୍କୁ ଅତିକ୍ରମ କରିବେ। ତେଣୁକରି ଅମ୍ମୋନୀୟମାନେ ଏକ ଗୋଷ୍ଠୀ ବୋଲି ଆଉ ସ୍ମରଣ କରାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)