Ezekiel 25:11 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ମାୟୋବକୁ ଦଣ୍ଡ ଦବେି। ତହୁଁ ସମାନେେ ଜାଣିବବେ ଯେ ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମୋୟାବ ଉପରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ମୋୟାବକୁ ଦଣ୍ଡ ଦେବି। ତହୁଁ ସେମାନେ ଜାଣିବବେ ଯେ ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।