Ezekiel 25:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, କାରଣ ଇଦୋମ ଯିହୁଦା ଉପ ରେ ପ୍ରତିଶୋଧ ନଇେଛି ଏବଂ ତାହା କରି ଦୋଷୀ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ଵାରା ଯିହୁଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟ; ଅପରାଧ କରିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମ ବିପକ୍ଷରେ ଭବିଷ୍ୟଦ୍ବାର୍ତ୍ତା ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, “କାରଣ ଇଦୋମ ଯିହୁଦା ଉପରେ ପ୍ରତିଶୋଧ ନେଇଛି ଏବଂ ତାହା କରି ଦୋଷୀ ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”