Ezekiel 25:13 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ଇଦୋମ ବିପକ୍ଷ ରେ ମାରେ ହସ୍ତ ଉତ୍ତୋଳନ କରିବି ଓ ତାହା ମଧ୍ଯରୁ ମନୁଷ୍ଯ ଓ ପଶୁମାନଙ୍କୁ ବିନାଶ କରିବି ଏବଂ ମୁଁ ତୈମନ୍ଠାରୁ ଦଦାନ ପର୍ୟ୍ଯନ୍ତ ସମସ୍ତ ଲୋକଙ୍କୁ ଖଡ୍ଗ ରେ ହତ୍ଯା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ଵଂସସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍‍ଗରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ଇଦୋମ ବିପକ୍ଷରେ ମୋର ହସ୍ତ ଉତ୍ତୋଳନ କରିବି ଓ ତାହା ମଧ୍ୟରୁ ମନୁଷ୍ୟ ଓ ପଶୁମାନଙ୍କୁ ବିନାଶ କରିବି ଏବଂ ମୁଁ ତୈମ‌‌‌ନ୍‌‌‌ଠାରୁ ଦଦାନ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।