Ezekiel 25:14 — Compare Translations
5 translations compared side by side
Odia - 1840
"ପୁଣି ମୁଁ ମାରେଲୋକ ଇଶ୍ରାୟେଲୀୟମାନଙ୍କ ଦ୍ବାରା ଇଦୋମ ଉପ ରେ ପ୍ରତି ଶାଧେ ନବେି। ତେଣୁ ସମାନେେ ଇଦୋମ ଉପ ରେ ମାରେ କୋରଧ ଓ ମାରେ କୋପ ଅନୁସାରେ ପ୍ରତି ଶାଧେ ନବେି। ସେତବେେଳେ ସମାନେେ ଆମ୍ଭ ଦତ୍ତ ପ୍ରତିଶୋଧ ବିଷଯ ରେ ଜାଣିବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ଵାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ମୋର ଲୋକ ଇସ୍ରାଏଲୀୟମାନଙ୍କ ଦ୍ୱାରା ଇଦୋମ ଉପରେ ପ୍ରତିଶୋଧ ନେବି। ତେଣୁ ସେମାନେ ଇଦୋମ ଉପରେ ମୋର କ୍ରୋଧ ଓ ମୋର କୋପ ଅନୁସାରେ ପ୍ରତିଶୋଧ ନେବି। ସେତେବେଳେ ସେମାନେ ଆମ୍ଭ ଦତ୍ତ ପ୍ରତିଶୋଧ ବିଷୟରେ ଜାଣିବେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।