Ezekiel 25:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ପଲେଷ୍ଟୀୟ ଲୋକମାନେ ପ୍ରତି ଶାଧେ ନେଲେ ଏବଂ ତାହା ଇର୍ଷାପରାଯଣ ହୃଦଯ ରେ କଲେ, ପୁରୁଣା ଶତ୍ରୁତା କାରଣରୁ ଇଶ୍ରାୟେଲକୁ ଧ୍ବଂସ କରିବା ପାଇଁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାର୍ତ୍ତା ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ପଲେଷ୍ଟୀୟ ଲୋକମାନେ ପ୍ରତିଶୋଧ ନେଲେ ଏବଂ ତାହା ଈର୍ଷାପରାୟଣ ହୃଦୟରେ କଲେ, ପୁରୁଣା ଶତ୍ରୁତା କାରଣରୁ ଇସ୍ରାଏଲକୁ ଧ୍ୱଂସ କରିବା ପାଇଁ ଗ୍ଭହିଁଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,”