Ezekiel 25:16 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ଦେଖ, ମଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧ ରେ ମାରେ ହସ୍ତ ବିସ୍ତାର କରିବି। ଆଉ ମୁଁ କରେଥୀଯ ଲୋକମାନଙ୍କୁ ବିତାଡ଼ିତ କରିବି ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଧ୍ବଂସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ଦେଖ, ମୁଁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ମୋର ହସ୍ତ ବିସ୍ତାର କରିବି। ଆଉ ମୁଁ କରେଥୀୟ ଲୋକମାନଙ୍କୁ ବିତାଡ଼ିତ କରିବି ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଧ୍ୱଂସ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।