Ezekiel 25:17 — Compare Translations
5 translations compared side by side
Odia - 1840
"ମାରେ କୋର୍ଧଦ୍ବାରା ସମାନଙ୍କେୁ ଦଣ୍ଡିତ କରି ମୁଁ ସମାନଙ୍କେ ବିରୁଦ୍ଧ ରେ କଠାେର ପ୍ରତି ଶାଧେ ନବେି ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେ ଉପ ରେ ପ୍ରତିଶାଧେ ନଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ପ୍ରଚଣ୍ତ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର କ୍ରୋଧଦ୍ୱାରା ସେମାନଙ୍କୁ ଦଣ୍ଡିତ କରି ମୁଁ ସେମାନଙ୍କ ବିରୁଦ୍ଧରେ କଠୋର ପ୍ରତିଶୋଧ ନେବି ଏବଂ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ସେମାନଙ୍କ ଉପରେ ପ୍ରତିଶୋଧ ନେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।