Ezekiel 25:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଅମ୍ ନୋନ ଲୋକମାନଙ୍କ ଆଡ଼େ ଚାହଁ ଏବଂ ସମାନଙ୍କେ ବିରୁଦ୍ଧ ରେ ଭବଷ୍ଯଦବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ଆଡ଼େ ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଅମ୍ମୋନ ଲୋକମାନଙ୍କ ଆଡ଼େ ଗ୍ଭହଁ ଏବଂ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;