Ezekiel 25:3 — Compare Translations

5 translations compared side by side

Odia - 1840
"ଏବଂ ଅମ୍ ନୋନ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ସଦାପ୍ରଭୁ, ମାରେ ପ୍ରଭୁଙ୍କର ବାକ୍ଯ ଶୁଣ, ସେ ଏହି କଥା କହନ୍ତି, ଆମ୍ଭ ଧର୍ମଧାମ ଅପବିତ୍ର ହେଲା ବେଳେ, ଆଉ ଇଶ୍ରାୟେଲ ଦେଶ ଧ୍ବଂସିତ ହେଲା ବେଳେ ଓ ୟିହୁଦୀଯ ଲୋକମାନେ ନିର୍ବାସିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ଵଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା-ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅମ୍ମୋନ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁ, ମୋର ପ୍ରଭୁଙ୍କର ବାକ୍ୟ ଶୁଣ, ସେ ଏହି କଥା କହନ୍ତି, ଆମ୍ଭ ଧର୍ମଧାମ ଅପବିତ୍ର ହେଲା ବେଳେ, ଆଉ ଇସ୍ରାଏଲ ଦେଶ ଧ୍ୱଂସିତ ହେଲା ବେଳେ ଓ ଯିହୁଦୀୟ ଲୋକମାନେ ନିର୍ବାସିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
Odia IRV 2017 (ଓଡିଆ ବାଇବେଲ)