Ezekiel 25:4 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ତୁମ୍ଭମାନଙ୍କୁ ପୂର୍ବ ଦେଶୀଯ ସନ୍ତାନଗଣଙ୍କୁ ସମ୍ପତ୍ତି ରୂପେ ହସ୍ତ ରେ ସମର୍ପଣ କରିବି। ଏବଂ ସମାନେେ ତୁମ୍ଭମାନଙ୍କ ମଧିଅରେ ଛାଉଣୀ ସ୍ଥାପନ କରିବେ ଓ ତୁମ୍ଭମାନଙ୍କ ମଧିଅରେ ନିଜ ନିଜ ବାସସ୍ଥାନ ନିର୍ମାଣ କରିବେ। ସମାନେେ ମଧ୍ଯ ତୁମ୍ଭମାନଙ୍କର ଫଳ ଭୋଜନ କରିବେ ଓ ତୁମ୍ଭମାନଙ୍କର ଦୁଗ୍ଧ ପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭମାନଙ୍କୁ ପୂର୍ବ ଦେଶୀୟ ସନ୍ତାନଗଣଙ୍କୁ ସମ୍ପତ୍ତି ରୂପେ ହସ୍ତରେ ସମର୍ପଣ କରିବି। ଏବଂ ସେମାନେ ତୁମ୍ଭମାନଙ୍କ ମଧ୍ୟରେ ଛାଉଣି ସ୍ଥାପନ କରିବେ ଓ ତୁମ୍ଭମାନଙ୍କ ମଧ୍ୟରେ ନିଜ ନିଜ ବାସସ୍ଥାନ ନିର୍ମାଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଫଳ ଭୋଜନ କରିବେ ଓ ତୁମ୍ଭମାନଙ୍କର ଦୁ‌ଗ୍‌ଧ ପାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।
Odia IRV 2017 (ଓଡିଆ ବାଇବେଲ)