Ezekiel 25:5 — Compare Translations
5 translations compared side by side
Odia - 1840
"ଆଉ ମୁଁ ରବବାକୁ ଓଟମାନଙ୍କର ଚାରଣ ଭୂମି କରିବି ଓ ଅମ୍ମାନେ ଲୋକମାନଙ୍କୁ ଦେଶକୁ ମଷୋଦି ପଲର ଶଯନ ସ୍ଥାନ କରିବି। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର (ଦେଶକୁ) ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଆଉ ମୁଁ ରବ୍ବାକୁ ଓଟମାନଙ୍କର ଗ୍ଭରଣଭୂମି କରିବି ଓ ଅମ୍ମୋନ ଲୋକମାନଙ୍କୁ ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବି। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।