Ezekiel 25:6 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭେ ଇଶ୍ରାୟେଲ ଦେଶର ଦୁର୍ଭାଗ୍ଯ ସମୟରେ କରତାଳି ଦଇେଅଛ, ପଦାଘାତ କରିଅଛ ଏବଂ ଇଶ୍ରାୟେଲକୁ ଘୃଣାକରି ଆନନ୍ଦ ଅନୁଭବ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭେ ଇସ୍ରାଏଲ ଦେଶର ଦୁର୍ଭାଗ୍ୟ ସମୟରେ କରତାଳି ଦେଇଅଛ, ପଦାଘାତ କରିଅଛ ଏବଂ ଇସ୍ରାଏଲକୁ ଘୃଣାକରି ଆନନ୍ଦ ଅନୁଭବ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।