Ezekiel 25:7 — Compare Translations
5 translations compared side by side
Odia - 1840
"ଏଣୁ ମୁଁ ତୁମ୍ଭ ବିରୁଦ୍ଧ ରେ ହସ୍ତ ବିସ୍ତାର କରିଅଛି। ଲୁଣ୍ଠିତ ଦ୍ରବ୍ଯ ରୂପେ ଅନ୍ୟ ଦେଶୀଯମାନଙ୍କ ହସ୍ତ ରେ ତୁମ୍ଭକୁ ହସ୍ତାନ୍ତର କରିବି। ମୁଁ ଅନ୍ୟ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ପୃଥକ୍ କରିବି ଓ ଦେଶର ମାନଚିତ୍ରରୁ ମୁଁ ତୁମ୍ଭକୁ ପୋଛି ଦବେି। ଆଉ ମୁଁ ତୁମ୍ଭକୁ ଧ୍ବଂସ କରିବି। ତେଣୁ ଏହା ତୁମ୍ଭେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ତୁମ୍ଭ ବିରୁଦ୍ଧରେ ହସ୍ତ ବିସ୍ତାର କରିଅଛି। ଲୁଣ୍ଠିତ ଦ୍ରବ୍ୟ ରୂପେ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ତୁମ୍ଭକୁ ହସ୍ତାନ୍ତର କରିବି। ମୁଁ ଅନ୍ୟ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ପୃଥକ କରିବି ଓ ଦେଶର ମାନଚିତ୍ରରୁ ମୁଁ ତୁମ୍ଭକୁ ପୋଛି ଦେବି। ଆଉ ମୁଁ ତୁମ୍ଭକୁ ଧ୍ୱଂସ କରିବି। ତେଣୁ ଏହା ତୁମ୍ଭେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।”