Ezekiel 25:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମାୟୋବ ଓ ସଯେୀର କହୁଅଛନ୍ତି, ' ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଳ୍ଯ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ;
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଓ ସେୟୀର ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାର୍ତ୍ତା ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ମୋୟାବ ଓ ସେୟୀର କହୁଅଛନ୍ତି, ‘ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଲ୍ୟ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, “ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,”