Ezekiel 25:9 — Compare Translations

5 translations compared side by side

Odia - 1840
"ମୁଁ ମାୟୋବର ସ୍କନ୍ଧକୁ ଅଲଗା କରିବି, ମୁଁ ତାହାର ସୀମାନ୍ତବର୍ତ୍ତୀର ମାୟୋବ ମହିମା ସ୍ବରୂପ ଯଥା: ବୈତ୍-ୟିଶୀମାେତ୍, ବାଲ-ମିଯୋନ ନଗରଗୁଡ଼ିକୁ ନଇୟିବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଖ, ଆମ୍ଭେ ନଗରସମୂହଠାରୁ ମୋୟାବର ପାର୍ଶ୍ଵ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ଵରୂପ ବୈତ୍-ଯିଶୀମୋତ୍ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ଆଡ଼େ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋୟାବର ସ୍କନ୍ଧକୁ ଅଲଗା କରିବି, ମୁଁ ତାହାର ସୀମାନ୍ତବର୍ତ୍ତୀର ମୋୟାବ ମହିମା ସ୍ୱରୂପ ଯଥା: ବୈତ୍-ଯିଶୀମୋତ୍, ବାଲ-ମିୟୋନ ନଗରଗୁଡ଼ିକୁ ନେଇଯିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,