Ezekiel 26:10 — Compare Translations

5 translations compared side by side

Odia - 1840
"ତାହାର ବିପୁଳ ପରିମାଣର ଅଶ୍ବ ହତେୁ ଧୂଳି ରେ ତୁମ୍ଭେ ଆଚ୍ଛାଦିତ ହବେ। ଯେତବେେଳେ ସମାନେେ ତୁମ୍ଭ ନଗର ଦ୍ବାର ରେ ପ୍ରବେଶ କରିବେ, ସେତବେେଳେ ଅଶ୍ବାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦ ରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସମାନେେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ବିପୁଳ ପରିମାଣର ଅଶ୍ୱ ହେତୁ ଧୂଳିରେ ତୁମ୍ଭେ ଆଚ୍ଛାଦିତ ହେବ। ଯେତେବେଳେ ସେମାନେ ତୁମ୍ଭ ନଗର ଦ୍ୱାରରେ ପ୍ରବେଶ କରିବେ, ସେତେବେଳେ ଅଶ୍ୱାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସେମାନେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।
Odia IRV 2017 (ଓଡିଆ ବାଇବେଲ)