Ezekiel 26:11 — Compare Translations

5 translations compared side by side

Odia - 1840
"ବାବିଲର ରାଜାଙ୍କର ଅଶ୍ବମାନେ ତୁମ୍ଭର ସମସ୍ତ ପଥଗୁଡ଼ିକ ପାଦ ରେ ଦଳି ଦବେେ। ସମାନଙ୍କେର ଖୁରାଗୁଡ଼ିକ ସମାନଙ୍କେ ଉପ ରେ ଆଘାତ କରି ଆସିବ। ସେ ତୁମ୍ଭ ଲୋକମାନଙ୍କୁ ତାଙ୍କ ଖଡ୍ଗ ରେ ହତ୍ଯା କରିବେ ଓ ତୁମ୍ଭର ଶକ୍ତିଶାଳୀ ସ୍ତମ୍ଭଗୁଡ଼ିକୁ ଧଳିସାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଅଶ୍ଵଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜାଙ୍କର ଅଶ୍ୱମାନେ ତୁମ୍ଭର ସମସ୍ତ ପଥଗୁଡ଼ିକ ପାଦରେ ଦଳି ଦେବେ। ସେମାନଙ୍କର ଖୁରାଗୁଡ଼ିକ ସେମାନଙ୍କ ଉପରେ ଆଘାତ କରି ଆସିବ। ସେ ତୁମ୍ଭ ଲୋକମାନଙ୍କୁ ତାଙ୍କ ‌‌ଖ‌ଡ଼୍‌ଗରେ ହତ୍ୟା କରିବେ ଓ ତୁମ୍ଭର ଶକ୍ତିଶାଳୀ ସ୍ତମ୍ଭଗୁଡ଼ିକୁ ଧୂଳିସାତ୍ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।